Home Breaking News / ତାଜା ଖବର ଏଥର ଫୁଟିବନି ବାଣ: ହେବ ଦୀପାବଳି

ଏଥର ଫୁଟିବନି ବାଣ: ହେବ ଦୀପାବଳି

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର: ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା। ନଭେମ୍ବର ୧୦ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବାଣ ବିକ୍ରି ଓ ଫୁଟାଇବା ଉପରେ ରୋକ୍‌ ଲଗାଇଲେ ରାଜ୍ୟ ସରକାର। ଏନେଇ କଟକଣା ଜାରି କଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ସୂଚନା ଅନୁସାରେ, ବାଣ ବିକ୍ରି ଓ ଫୁଟାଇବା ଉପରେ ଜାରି ହୋଇଥିବା କଟକଣା ଉଲଂଙ୍ଘନ କଲେ ଆଇନ ଅନୁସାରେ ଦଣ୍ଡ ବିଧାନ କରାଯିବ। ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫ ଅନୁଯାୟୀ ସେମାନଙ୍କୁ ଦଣ୍ଡିତ କରାଯିବ।

ସେହିପରି ଶୀତ ଦିନେ ବୟସ୍କ ବ୍ୟକ୍ତି, ପିଲା, ଅନ୍ୟରୋଗ ଥିବା ବ୍ୟକ୍ତିମାନଙ୍କର ଶ୍ୱାସଜନିତ ସମସ୍ୟା ବୃଦ୍ଧି ପାଇଥାଏ ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଜାରି ପ୍ରେସ ବିବୃତିରେ ଉଲ୍ଲେଖ କରାଯାଇଛି।

related posts

Leave a Comment