Home Breaking News / ତାଜା ଖବର ଡିସେମ୍ବର ୩୧ ଯାଏ ସ୍କୁଲ ଛୁଟି

ଡିସେମ୍ବର ୩୧ ଯାଏ ସ୍କୁଲ ଛୁଟି

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର: ଡିସେମ୍ବର ୩୧ ଯାଏଁ ରାଜ୍ୟରେ ସବୁ ସ୍କୁଲ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଷ୍ଟେକହୋଲ୍ଟରଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି କିଛି ରାଜ୍ୟରେ କୋଭିଡ୍‌ର ଦ୍ବିତୀୟ ପ୍ରବାହ ଆରମ୍ଭ ଦୃଷ୍ଟିରୁ ଏପରି ନିଷ୍ପତ୍ତି ଗ୍ରହଣ କରାଯାଇଛି।

ସୂଚନା ଅନୁସାରେ, ନଭେମ୍ବରରେ ସ୍କୁଲ ଖୋଲିବା ନିଷ୍ପତ୍ତି ସାମୟିକ ସ୍ଥଗିତ ରଖାଯାଇଛି। ସ୍କୁଲ ଖୋଲିବା ନିଷ୍ପତ୍ତି ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି । ଡିସେମ୍ବରରେ କରୋନାର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏ ନେଇ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

related posts

Leave a Comment