Share with
ଵ୍ରହ୍ମପୁର(ପ୍ରଦ୍ୟୁମ୍ନ ପାତ୍ର): ଗଂଜାମ ଜିଲ୍ଲା ,ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ଗଡ ଜଉଗଡ ଠାରେ “ଜଉଗଡ଼ ଐତିହ୍ୟ ମହୋତ୍ସବ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଗଂଜାମ ଜିଲ୍ଲାର ଦୁଇ ସାଂସଦ ଙ୍କ ସମେତ ଜିଲ୍ଲା ପାଳ ଓ ବିଧାୟକ ମାନେ ଯୋଗଦେଇଥିଲେ । ଵ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ଏହାକୁ ଉଦଘାଟନ କରିଥିବା ବେଳେ ଜିଲ୍ଲା ପାଳ ବିଜୟ ଅମୃତ କୁଲାଙ୍ଗେ, ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଵ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାଷ ବେହେରା, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, କବିସୂର୍ଯ୍ୟନଗର ବିଧାୟିକା ଲାତିକା ପ୍ରଧାନ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ,ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, PD DRDA ଉପସ୍ଥିତ ଥିଲେ। ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ କଳାକାର ଯୋଗଦେଇ ଦର୍ଶକଙ୍କ ମନୋରଞ୍ଜନ କରିଥିଲେ । କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଙ୍କ ସଙ୍ଗୀତ ଦଶକଙ୍କ ମାନମୋହି