Home Breaking News / ତାଜା ଖବର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଡ୍ର.ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ସ୍ବର୍ଗତ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜନ୍ମଦିନ

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଡ୍ର.ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ସ୍ବର୍ଗତ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜନ୍ମଦିନ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ନବରଙ୍ଗପୁର(ରବି ନାରାୟଣ ମହାନ୍ତି): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଡକ୍ଟର ସଦାଶିବ ତ୍ରିପାଠୀ ଙ୍କ ଜନ୍ମ ଦିନ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ପାଳନ କରାଯାଇଛି । ମହାମାରୀ କରୋନ। କଟକଣା ଯୋଗୁଁ ସୀମିତ ପଦାଧିକାରୀ ବ୍ୟକ୍ତି ବିଶେଷ ଗଣମାଧ୍ୟମ ର ପ୍ରତିନିଧି ଙ୍କୁ ନେଇ ସଦାଶିବ ତ୍ରିପାଠୀ ପାର୍କ ସ୍ଥିତ ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁକ୍ଷ ଅତିଥି ଭାବେ ଉପ ଜିଲ୍ଲାପାଳ ଶ୍ରୀ ଭାସ୍କର ର ଇ ତ, ସମ୍ମାନିତ ଅତିଥି ଭାବେ ଶ୍ରୀ କେଦାର ତ୍ରିପାଠୀ, ଡକ୍ଟର ବିଜୟ କୁମାର ମିଶ୍ର, ଶ୍ରୀ ନାରାୟଣ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ହଳଧର ନିଆଳ ପ୍ରମୁଖ ଯୋଗଦେଇ ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ
ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ବିଭାଗ, ପୌରପାଳିକା ନବରଙ୍ଗପୁର ର କର୍ମଚାରୀ ଏଥିରେ ଯୋଗଦେଇ ଥିଲେ। ତ୍ରିପାଠୀ ଜନ୍ମ ଦିନ ପାଳନ। ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଡକ୍ଟର ସଦାଶିବ ତ୍ରିପାଠୀ ଙ୍କ ଜନ୍ମ ଦିନ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ପାଳନ କରାଯାଇଛି । ମହାମାରୀ କରୋନ। କଟକଣା ଯୋଗୁଁ ସୀମିତ ପଦାଧିକାରୀ ବ୍ୟକ୍ତି ବିଶେଷ ଗଣମାଧ୍ୟମ ର ପ୍ରତିନିଧି ଙ୍କୁ ନେଇ ସଦାଶିବ ତ୍ରିପାଠୀ ପାର୍କ ସ୍ଥିତ ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଉପ-ଜିଲ୍ଲାପାଳ ଶ୍ରୀ ଭାସ୍କର ର ଇ ତ, ସମ୍ମାନିତ ଅତିଥି ଭାବେ ଶ୍ରୀ କେଦାର ତ୍ରିପାଠୀ, ଡକ୍ଟର ବିଜୟ କୁମାର ମିଶ୍ର, ଶ୍ରୀ ନାରାୟଣ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ହଳଧର ନିଆଳ ପ୍ରମୁଖ ଯୋଗଦେଇ ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ବିଭାଗ, ପୌରପାଳିକା ନବରଙ୍ଗପୁର ର କର୍ମଚାରୀ ଏଥିରେ ଯୋଗଦେଇ ସହଯୋଗ ଥିଲେ।

related posts

Leave a Comment