Home Breaking News / ତାଜା ଖବର ପରଲୋକରେ ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥ

ପରଲୋକରେ ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କରୋନାରେ ଗୁରୁବାର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ଭୁବନେଶ୍ୱର ସିଆରପିଏଫ୍‌ରେ ଏ ପର୍ଯ୍ୟନ୍ତ କରୋନାରେ କାହାର ମୃତ୍ୟୁ ଘଟି ନ ଥିଲା। ଏହା ପ୍ରଥମ ଘଟଣା। ସୁନୀଲଙ୍କ ମୃତ୍ୟୁରେ କ୍ୟାମ୍ପସରେ ଶୋକର ଛାୟା ଖେଳିଯାଇଛି।

related posts

Leave a Comment