Home Breaking News / ତାଜା ଖବର ଭାରସାମ୍ୟ ହରାଇ ଓଲଟିଲା ଟ୍ୟାଙ୍କର

ଭାରସାମ୍ୟ ହରାଇ ଓଲଟିଲା ଟ୍ୟାଙ୍କର

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

କୋରାପୁଟ(ଦୀପକ କୁମାର ମାଝୀ): କୋରାପୁଟ ଜୟପୁର ଘାଟି ରେ ଭାରସାମ୍ୟ ହରାଇ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର, ଦୁର୍ଘଟଣା ରେ ଟ୍ୟାଙ୍କର ତଳେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ହୋଇଛି l ପୋଲିସ୍, ଓଡ୍ରାଫ୍ ଓ ଅଗ୍ନିସମ ବିଭାଗ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି I

related posts

Leave a Comment