Home Breaking News / ତାଜା ଖବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କରୋନା ମହାମାରୀ ସମୟରେ ରକ୍ତ ଅଭାବକୁ ଦୂର କରିବା ପାଇଁ ରକ୍ତଦାନ ଶିବିର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କରୋନା ମହାମାରୀ ସମୟରେ ରକ୍ତ ଅଭାବକୁ ଦୂର କରିବା ପାଇଁ ରକ୍ତଦାନ ଶିବିର

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ମାନ୍ୟବର ବିଧାୟକ ଶ୍ରୀମାନ ବିକ୍ରମ କୁମାର ପଣ୍ଡାଙ୍କ ନେତୃତରେ ଓଡିଶା ମୋ ପରିବାର ର ଜୀବନବିନ୍ଦୁ ତରଫରୁ ପ୍ରାପ୍ତି କଲ୍ୟାଣି ମଣ୍ଡପ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ମୁଖ୍ୟତଃ ସୁବାଷ ମହାରଣା , ବିଜୟ ସାମଲ ,ମୋଦନ ଦଳାଇ , ଅଜିତ ପାଣ୍ଡ ,ଜ୍ୟୋତି ସାହୁ ,ଆଦିତ୍ୟ ପଟନାୟକ, କେ ମଧୁସୂଦନ ରାଓ, ଅଶ୍ୱିନୀ ପଟନାୟକ, ଏଙ୍କିଡି ପାତ୍ର, ବିଜୁ ଜନତା ଦଳର ବହୁ କର୍ମୀ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସ୍ବେଛାକୃତ ଭାବେ 25 ୟୁନିଟ ରୁ ଉର୍ଦ୍ଧ ରକ୍ତ ସଂଗ୍ରହ ହୋଇଅଛି | ବିଧାୟକ ସମସ୍ତ ରକ୍ତଦାତା ଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି |

related posts

Leave a Comment