Home Breaking News / ତାଜା ଖବର ଧାମରା ଠାରୁ ମାତ୍ର ୪୦ କିଲୋମିଟର ଦୂରତାରେ ବାତ୍ୟା

ଧାମରା ଠାରୁ ମାତ୍ର ୪୦ କିଲୋମିଟର ଦୂରତାରେ ବାତ୍ୟା

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଧାମରା: ଅତି ଭୀଷଣ ବାତ୍ୟାର ରୂପ ନେଇ ମାଡି ଆସୁଛି ବାତ୍ୟା ୟାସ୍। ଘଣ୍ଟା ପ୍ରତି ୧୫ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ୟାସ୍। ଧାମରା ଠାରୁ ମାତ୍ର ୪୦ କିଲୋମିଟର ଦୂରତାରେ ରହିଛି ବାତ୍ୟା। ଧାମରା ଠାରୁ ମାତ୍ର ୪୦ କିମି ଦୂରତାରେ ବାତ୍ୟା ପହଞ୍ଚିବା ପରେ ପବନର ବେଗ ଅଧିକ ବଢିଛି।

ଅନ୍ୟପଟେ ବାତ୍ୟା ବାଲେଶ୍ୱରରୁ  ୯୦ କିଲୋମିଟର ଦୂରରେ ଅଛି । ସେହିପରି ଦୀଘା ଠାରୁ ମଧ୍ୟ ୯୦ କିମି ଦୂରରେ ବାତ୍ୟା ୟାସ୍ । ତେବେ ଧାମରାର ଉତ୍ତରରେ ସ୍ଥଳଭାଗ ଛୁଇଁବ ବାତ୍ୟା।

related posts

Leave a Comment