Home Breaking News ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌

ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌

by Times One Odia
Share with
     
 
 
   

ରାଜ୍ୟରେ ବଢିଲା ଲକ୍‌ଡାଉନ୍‌ ଜୁନ୍‌ ୧୭ ପର୍ଯ୍ୟନ୍ତ ବଢିଲା. ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ଜୁନ ୧୭ ସକାଳ ୬ଟା ଯାଏଁ ଲକ୍‌ଡାଉନ୍‌ ଅବଧି ଲାଗୁ କରାଯାଇଛି। ହେଲେ ଲକ୍‌ଡାଉନ୍ ସମୟରେ ଟିକାକରଣ ସହ ଜରୁରୀକାଳୀନ ସେବା ଜାରି ରହିବ।

ସପ୍ତାହାନ୍ତ ସଟ୍‌ଡାଉନ୍‌ ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ୬ଟା ଯାଏଁ  କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନି। ବାତ୍ୟା ଯୋଗୁଁ ଟେଷ୍ଟିଂ କମିଥିବାରୁ ସଂକ୍ରମିତ ସଂଖ୍ୟାରେ ହ୍ରାସ ଘଟିଛି।

related posts

Leave a Comment