Home Breaking News / ତାଜା ଖବର ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର :(ଶ୍ରୀନିବାସ ପଟ୍ଟନାୟକ): ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ । ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ପାଇଁ ସେ ଚିର ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ସଦସ୍ୟଙ୍କ ପ୍ରତି ଟାଇମ୍ସ ୱାନ ଓଡ଼ିଆ ପରିବାର ତରଫରୁ ସମବେଦନା ଜଣାଯାଉଛି |

related posts

Leave a Comment