Home Breaking News / ତାଜା ଖବର ଫୁଲବାଣୀରୁ ୫ ଓ ଜିଲ୍ଲାରୁ ୬୪ ନୂତନ କରୋନା ପଜିଟିଭ ଚିହ୍ନଟ

ଫୁଲବାଣୀରୁ ୫ ଓ ଜିଲ୍ଲାରୁ ୬୪ ନୂତନ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ-( ସୁନୀଲ ପଟନାୟକ) କନ୍ଧମାଳ ଜିଲ୍ଲାରେ ଆଜି ମଙ୍ଗଳବାର କନ୍ଧମାଳ ଜିଲ୍ଲାରେ ୬୪ଜଣକରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଫୁଲବାଣୀ ସହରରୁ ୫ଜଣ କୋରନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଫୁଲବାଣୀ ବ୍ଲକ ରୁ ଜ6ଣ ମାତ୍ରପଜିଟିଭ ଚିହ୍ନଟ ହୋଇଛନ୍ତି ।
ଆଜି ଫୁଲ ବାଣୀ ସହରରୁ ଚିହ୍ନଟ ପଜିଟିଭ ଆକ୍ରାନ୍ତ ୫ଜଣ ଙ୍କ ମଧ୍ୟରୁ ଡ଼ାକପାଲା, ନଦୀ ଖଣ୍ଡି ସାହି, ମେନରୋଡ ଓ ସହରର ୨ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ମଙ୍ଗଳବାରବାଲିଗୁଡ଼ା ବ୍ଲକରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ବାଲିଗୁଡ଼ାସହରର ୪ ,ଦ।ରିଙ୍ଗବାଡି ୮,ଖଜୁରୀପଡ଼ା୪,’ଜିଉ ଦୟଗିରି୪, କନୂଆର୍ଗା ୨. ଫିରିଙ୍ଗିଆ ୩,ଟିକା ବାଲି ୩ ଓ ରାଇକିଆ ୮ଜଣ ଓ, ଚକା ପାଦ ୩, କରେ । ନାପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ସେହି ପରି କନ୍ଧମାଳ ବାହାରେ ଜଣେ ପଜିଟିଭଚିହ୍ନଟ ହୋଇଛନ୍ତି ।
ସେହିପରି ବର୍ତ୍ତମାନ ସୁଧା କନ୍ଧମାଳ ଜିଲ୍ଲାରେ ମୋଟ ୯ହଜାର ୭ ୪୩ଜଣ ପିଜିଟିଭ ରୋଗୀ ଚିହ୍ନଟ 6ହାଇଥିବାବେଳେ ୮ହଜାର ୯୭୭ଜଣ ସୁସ୍ଥ ହୋଇସାରିଲେଣି। ବର୍ତ୍ତମାନ ୭୨୩ ଜଣ ରୋଗୀ ଚିକିତ୍ସିତ ହେଉଥିବାବେଳେ ଏଯାଏ ୪୩ ଜଣଙ୍କ ମୃତ୍ୟୁ ଘଟିଥିବା ବିଷୟ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ଲକ୍ଷ୍ୟ କରାଯାଉଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ୍ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

Leave a Comment