Home Breaking News / ତାଜା ଖବର ଫୁଲବାଣୀରୁ ୫,ଜିଲ୍ଲାରୁ ୪୮ନୁତନ କରୋନା ପଜିଟିଭ ଚିହ୍ନଟ

ଫୁଲବାଣୀରୁ ୫,ଜିଲ୍ଲାରୁ ୪୮ନୁତନ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟ୍ଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
ଜିଲ୍ଲାରେ ଗୁରୁ ବାରମୋଟ ୪୮ ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରୁ ମାତ୍ର ୫ କୋରନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଫୁଲ ବାଣୀ ସହରର ଢିପାସାହି , କଣ୍ଟ୍ରାକ୍ଟରପଡ଼ା,ପିଅନପଡ଼ା,ଫୁଲବାଣୀ ସାହି ,ଓ ନାର। ୟଣୀ ସାହିରୁ ଜଣେ ଲେଖାଏ କରେ । ନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୁରବାର ବାଲିଗୁଡ଼ା ରୁ ୩ଜଣ ଚିହ୍ନଟ ହୋଇଥିବାବେଳେ ,ଦ।ରିଙ୍ଗବାଡି ୪ ଫିରିଙ୍ଗିଆ ୧,ଟିକାବାଲି ୭,ଚକାପାଦ ୧, ଟିକା ବାଲି ୧୦,ଖଜୁରୀପଡା ୬ ତୁମୁଡିବନ୍ଧ୨,ଜିଉଦରଗିରି ୧୧.
,କୋଟଗଡ଼ ୭,, ଜଣ କରେ । ନାପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳର ଜଣେ ବାହାରେ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ବର୍ତ୍ତମାନ ସୁଧା କନ୍ଧମାଳ ଜିଲ୍ଲାରେ ମୋଟ ୧୦ହଜାର ୩୦୦ଜଣ ପିଜିଟିଭ ରୋଗୀ ଚିହ୍ନଟ 6ହାଇଥିବାବେଳେ ୯ହଜାର୬୬୬ଜଣ ସୁସ୍ଥ ହୋଇସାରିଲେଣି। ବର୍ତ୍ତମାନ୫୮୯ଜଣ ରୋଗୀ ଚିକିତ୍ସିତ ହେଉଥିବାବେଳେ ଏଯାଏ ୪୫ ଜଣଙ୍କ ମୃତ୍ୟୁ ଘଟିଥିବା ବିଷୟ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।
କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ୍ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

1 comment

Deepak Kumar majhi June 17, 2021 - 3:03 pm

👍

Reply

Leave a Comment