Home Breaking News / ତାଜା ଖବର ଫୁଲବାଣୀରୁ ୭,ଜିଲ୍ଲାରୁ ୪୧ ନୂତନ କରୋନା ପଜିଟିଭ ଚିହ୍ନଟ

ଫୁଲବାଣୀରୁ ୭,ଜିଲ୍ଲାରୁ ୪୧ ନୂତନ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟ୍ଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
ଜିଲ୍ଲାରେ ଶନିବାର ମୋଟ ୪୧ ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରୁ ୭ ଜଣ କୋରନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଫୁଲ ବାଣୀ ସହରର ଜିରିଙ୍ଗ ପଡ଼ା,କଣ୍ଟ୍ରାକ୍ଟର ପଡ଼ା, ଓ ଅରବିନ୍ଦ ନଗରର ଦୁଇ ଜଣ ଲେଖାଏ କରେ । ନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଇଟିଡିଏ କଲେ। ନୀରୁ ଜଣେ କରେ । ନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଶନିବାର ,ଦ।ରିଙ୍ଗବାଡି ୩,,ଚକାପାଦ ୫, ,ଖଜୁରୀପଡା ୧, ତୁମୁଡିବନ୍ଧ୨,ଜିଉଦରଗିରି ୭,ଫିରିଙ୍ଗିଆ ୯,
,କୋଟଗଡ଼ ୧ ,ବାଲିଗୁଡ଼ାରୁ ୨. କନୂଆଗାଁ ୨ କରେ । ନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳ ବାହାରେ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ବର୍ତ୍ତମାନ ସୁଧା କନ୍ଧମାଳ ଜିଲ୍ଲାରେ ମୋଟ ୧୦ହଜାର ୩୭୫ଜଣ ପିଜିଟିଭ ରୋଗୀ ଚିହ୍ନଟ 6ହାଇଥିବାବେଳେ ୯ହଜାର ୭୯୮ଜଣ ସୁସ୍ଥ ହୋଇସାରିଲେଣି। ବର୍ତ୍ତମାନ୫୩୭ଜଣ ରୋଗୀ ଚିକିତ୍ସିତ ହେଉଥିବାବେଳେ ଏଯାଏ ୪୫ ଜଣଙ୍କ ମୃତ୍ୟୁ ଘଟିଥିବା ବିଷୟ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।
କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

1 comment

Deepak Kumar majhi June 19, 2021 - 4:21 pm

👍

Reply

Leave a Comment