Home Breaking News / ତାଜା ଖବର ବଡମ୍ବା ବିଧାୟକ ଦେବୀ ମିଶ୍ରଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ

ବଡମ୍ବା ବିଧାୟକ ଦେବୀ ମିଶ୍ରଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ନରସିଂହପୁର :(ବିନୋଦ ନନ୍ଦ )ବିଜୁ ଜନତା ଦଳ ତରଫରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ ବରିଷ୍ଠ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି | ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଦାୟିତ୍ୱ ବୁଝିବେ ବିଧାୟକ ଶ୍ରୀ ମିଶ୍ର |ସୁପ୍ରିମୋଙ୍କ ଭରଷାକୁ ସଠିକ
ଭାବେ ରୂପାୟନ ଦେବେ ବୋଲି ଶ୍ରୀ ମିଶ୍ର କହିଛନ୍ତି |

related posts

1 comment

Deepak Kumar majhi June 26, 2021 - 4:17 pm

👍

Reply

Leave a Comment