Home Breaking News / ତାଜା ଖବର ଜିଲ୍ଲାରେ ୧୯ ନୂତନ କରୋନା ପଜିଟିଭ ଚିହ୍ନଟ

ଜିଲ୍ଲାରେ ୧୯ ନୂତନ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
ଜିଲ୍ଲାରେ ରବିବାର ମୋଟ ୧୯ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରେ ଆଜି କୌଣସି କରେ । ନା ପଜିଟିଭ ଚିହ୍ନଟ ହୋଇ ନ ଥିବାବେଳେ , ତୁମୁଡ଼ିବନ୍ଧରୁ ୨,ରାଇକିଆ ୩,କୋଟଗଡ ୪ ଫିରିଙ୍ଗିଆ ୩,ଜିଉଦୟଗିରି ୩,, ଦାରିଙ୍ଗବାଡି ୪, ,ବାଲିଗୁଡା ୧ଜଣ ,କ ନୂଆ ଗାଁ ୧ ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳର ଜଣେ ବାହାରେ ଚିହ୍ନଟ ହୋଇଛନ୍ତି ।
ସେହିପରି ବର୍ତ୍ତମାନ ସୁଧା କନ୍ଧମାଳ ଜିଲ୍ଲାରେ ୧୦,୬୫୫ଜଣ କରେନା ପଜିଟିଭ ରୋଗୀ ଚିହ୍ନଟ ହୋଇଥିବାବେଳେ ୧୦ ୨୩୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ୩୭୨ ଜଣ ରୋଗୀ ଏବେ ସଦର ମହକୁମାକୋଭିଡ଼ ହସ୍ପିଟାଲ ସମେତ ଜିଲ୍ଲାର ବିଭିନ୍ନସିସିସିରେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାଏ ୪୭ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି ।
କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

1 comment

Deepak Kumar majhi June 27, 2021 - 11:17 am

👍

Reply

Leave a Comment