Home Breaking News / ତାଜା ଖବର ଫୁଲବାଣୀରେ ୪,ଜିଲ୍ଲାରେ ୨୩ କରୋନା ପଜିଟିଭ ଚିହ୍ନଟ

ଫୁଲବାଣୀରେ ୪,ଜିଲ୍ଲାରେ ୨୩ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
ଜିଲ୍ଲାରେ ସୋମବାର ମୋଟ ୨୩ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରେ ଆଜି ୪ଜଣ କରେ । ନା ପଜିଟିଭ ଚିହ୍ନଟ ହୋଇ ଥିବା ବେଳେ ବ୍ଲକ ରୁଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେଥି ମଧ୍ୟରୁ ଫୁଲବାଣୀ ସହରର ଆଇଟିତି ଏ.ସବ କଲେକ୍ଟର, ଏଫସିଆଇ, ପୋଲିସ କଲେ । ନୀରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଇକିଆ ୩,କୋଟଗଡ ୪ ଫିରିଙ୍ଗିଆ ୨,,ଜିଉଦୟଗିରି ୬,, ଦାରିଙ୍ଗବାଡି ୨, ,ବାଲିଗୁଡା ୨ଜଣ ,କୋଟଗଡ ୩, ଖଜୁରୀପଡ଼ା ୧, ଚକାପାଦ ୧ଚିହ୍ନଟ ହୋଇଛନ୍ତି । ସେହିପରି କନ୍ଧମାଳର ୨ ଜଣ ବାହାରେ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ବର୍ତ୍ତମାନ ସୁଧା କନ୍ଧମାଳ ଜିଲ୍ଲାରେ ୧୦,୬୭୮.ଜଣ କରେନା ପଜିଟିଭ ରୋଗୀ ଚିହ୍ନଟ ହୋଇଥିବାବେଳେ ୧୦ ହଜାର ୨୭୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ୩୫୫ ଜଣ ରୋଗୀ ଏବେ ସଦର ମହକୁମାକୋଭିଡ଼ ହସ୍ପିଟାଲ ସମେତ ଜିଲ୍ଲାର ବିଭିନ୍ନସିସିସିରେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାଏ ୪୭ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି ।
କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

1 comment

Deepak Kumar majhi June 28, 2021 - 6:01 pm

👍

Reply

Leave a Comment