Home Breaking News / ତାଜା ଖବର ଫୁଲବାଣୀରେ ୫,ଜିଲ୍ଲାରେ ୨୮ କରୋନା ପଜିଟିଭ ଚିହ୍ନଟ

ଫୁଲବାଣୀରେ ୫,ଜିଲ୍ଲାରେ ୨୮ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
କନ୍ଧମାଳଜିଲ୍ଲାରେ ଗୁରବାର ମୋଟ ୨୮ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରେ ଆଜି ୫ଜଣ କରେ । ନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେଥି ମଧ୍ୟରୁ ଫୁଲବାଣୀ ସହରର ନାରାୟଣୀ ସାହି, ଫୁଲବାଣୀ ସାହୀ, ହନୁମାନ ମନ୍ଦିର ସାହି, ପୋଲିସ କଲୋନୀ, ଶୁଣ୍ଢି ସାହୀ, ରୁ ଜଣେ ଲେଖାଁଏ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଜିଲ୍ଲାର , ଚକାପାଦ ୩,ଦାରିଙ୍ଗବାଡି ୮,କନୁଆଗାଁ ୨.ଖଜୁରୀପଡ଼ା ୨,କୋଟଗଡ଼ ୫, ରାଇକିଆ ୧, ତୁମୁଡିବନ୍ଧ ବ୍ଲକ ରୁ ୨ଜଣ ଲେଖାଏ କରେ । ନା ପଜିଟିଭହୋଇଛନ୍ତି ।
ସେହିପରି ବର୍ତ୍ତମାନ ସୁଧା କନ୍ଧମାଳ ଜିଲ୍ଲାରେ ୧୦,୭୫୦.ଜଣ କରେନା ପଜିଟିଭ ରୋଗୀ ଚିହ୍ନଟ ହୋଇଥିବାବେଳେ ୧୦ ହଜାର ୪୧୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ୨୮୬ଜଣ ରୋଗୀ ଏବେ ସଦର ମହକୁମାକୋଭିଡ଼ ହସ୍ପିଟାଲ ସମେତ ଜିଲ୍ଲାର ବିଭିନ୍ନସିସିସିରେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାଏ ୪୮ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି । କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

.

related posts

1 comment

Deepak Kumar majhi July 1, 2021 - 1:33 pm

👍

Reply

Leave a Comment