Home Breaking News / ତାଜା ଖବର ଫୁଲବାଣୀରେ ୨, ଜିଲ୍ଲାରେ ୨୦ କରୋନା ପଜିଟିଭ ଚିହ୍ନଟ

ଫୁଲବାଣୀରେ ୨, ଜିଲ୍ଲାରେ ୨୦ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
କନ୍ଧମାଳଜିଲ୍ଲାରେ ସୋମବାର ମୋଟ ୨୦ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରେ ଆଜି ୨ଜଣ କରେ । ନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଫୁଲବାଣୀ ବ୍ଲକ ରୁ୨ ଜଣ କରେ । ନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେଥି ମଧ୍ୟରୁ ଫୁଲବାଣୀ ସହରର ଶୁଣ୍ତି ସାହି, ଓ ପାଣ୍ଡେ କଲୋନୀ ରୁ ଜଣେ ଲେଖାଁଏ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଜିଲ୍ଲାର ଚକାପାଦ ୧,,ଦାରିଙ୍ଗବାଡି ୩,କନୁଆଗାଁ ୩, ଫିରିଙ୍ଗି ଆ ୪, ଓ, ତୁମୁଡ଼ିବନ୍ଧରୁ ୪,କୋଟଗଡ ୧ ଲେଖାଏଁ
କରେ । ନା ପଜିଟିଭହୋଇଛନ୍ତି । ବର୍ତ୍ତମାନ ଜିଲ୍ଲାରେ ୨୪୯ଜଣ ରୋଗୀ ବିଭିନ୍ନ କୋଭିଡ କେୟାର ସେଣ୍ଟରରେ ଚିକିତ୍ସିତ ହେଉଥିବାବେଳେଏଯାଏ ଜିଲ୍ଲାରେ ୫୧ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି ।
କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

1 comment

Deepak Kumar majhi July 5, 2021 - 6:00 pm

👍

Reply

Leave a Comment