Home Breaking News / ତାଜା ଖବର ଫୁଲବାଣୀରେ ୨,ଜିଲ୍ଲାରେ ୨୯ କରୋନା ପଜିଟିଭ ଚିହ୍ନଟ

ଫୁଲବାଣୀରେ ୨,ଜିଲ୍ଲାରେ ୨୯ କରୋନା ପଜିଟିଭ ଚିହ୍ନଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନାସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।
କନ୍ଧମାଳଜିଲ୍ଲାରେ ଶନିବାର ମୋଟ ୨୯ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରରେ ଆଜି ୨ଜଣ କରେ । ନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେଥି ମଧ୍ୟରୁ ଫୁଲବାଣୀ ସହରର ଶୁଣ୍ଡୀ ସାହି ଓ ଏମଆଇ କଲୋନୀ ରୁ ଜଣେ ଲେଖାଁଏ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଜିଲ୍ଲାର ବାଲିଗୁଡ଼ା ୩, ଚକାପାଦ ୧,,ଦାରିଙ୍ଗବାଡି ୨,କନୁଆଗାଁ ୫, ଫିରିଙ୍ଗି ଆ ୬ ରାଇକିଆ ୧ ଓ, ଟିକା ବାଲି ୨. ତୁମୁଡ଼ିବନ୍ଧରୁ ୭, ଲେଖାଏଁ
କରେ । ନା ପଜିଟିଭହୋଇଛନ୍ତି । ବର୍ତ୍ତମାନ ଜିଲ୍ଲାରେ ମୋଟ ୧୦,୯୪୧ ଜଣ ପଜିଟିଭ ରୋଗୀ ଚିହ୍ନଟ ହୋଇଥିବାବେଳେ ୧୦ ହଜାର୬୪୮ ଜଣ ସୁସ୍ଥ ହୋଇଛନ୍ତି । ହେଲେ ୨୪୧ଜଣ ରୋଗୀ ବିଭିନ୍ନ କୋଭିଡ କେୟାର ସେଣ୍ଟରରେ ଚିକିତ୍ସିତ ହେଉଥିବାବେଳେଏଯାଏ ଜିଲ୍ଲାରେ ୫୨ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି ।
କରେ । ନା ସଂକ୍ରମଣ ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

Leave a Comment