ଫୁଲବାଣୀ(ସୁନୀଲ ପଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନା ସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ଶୁକ୍ରବାର ଓ ଶନିବାର ୪ଜଣ କରେ । ନାରୋଗୀଙ୍କ ମୃତ୍ୟୁପରେ ମୃତ୍ୟୁସଂଖ୍ୟା ୬୭ରେ ପହଞ୍ଚିଛି । ଫଳରେ ମୃତ୍ୟୁସଂଖ୍ୟା ପ୍ରଶାସନର ଚିନ୍ତା ବଢାଉଛି।
କନ୍ଧମାଳଜିଲ୍ଲାରେ ରବିବାର ମୋଟ ୮ଜଣ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଫୁଲବାଣୀ ସହରର ପେଞିସାହି ର ଜଣେ ଓ ଡାକ ପାଲରୁ ଜଣେ ଏହି ପରି ୨ଜଣକରେ । ନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଜିଲ୍ଲାର ଚକାପାଦ ୧. ଦାରିଙ୍ଗ ବାଡି ୨ ଜି.ଉଦୟଗିରି ୨ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟହୋଇଛନ୍ତି ।
ସେହିପରି କନ୍ଧମାଳ ଜିଲ୍ଲାର ଜ6ଣ ବାହାରେ କରେ। ନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରିକନ୍ଧମାଳ ଜିଲ୍ଲାରେ ପ୍ରଥମ ଓ ଦ୍ୱିତୀୟ ଲହରରେ ଏ ଯାଏଁ ୬୭ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି । ଜିଲାରେ ବର୍ତ୍ତମାନ ୧୬୩ଜଣ
କରେ । ନା ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । କରୋନା ସଂକ୍ରମଣ ହାର ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।