Home Breaking News / ତାଜା ଖବର କନ୍ଧମାଳ ଜିଲ୍ଲାରେ ୫ଜଣ କରୋନା ପଜିଟିଭ ଚିହ୍ନଟ, ଫୁଲବାଣୀରୁ ଜଣେ

କନ୍ଧମାଳ ଜିଲ୍ଲାରେ ୫ଜଣ କରୋନା ପଜିଟିଭ ଚିହ୍ନଟ, ଫୁଲବାଣୀରୁ ଜଣେ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ(ସୁନୀଲ ପଟନାୟକ): କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ କରେ । ନା ସଂକ୍ରମିତ ଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା ପୁଣି ବଢ଼ି ୭୭ରେ ପହଞ୍ଚି ଲାଣି। ତେବେ ମୃତ୍ୟୁସଂଖ୍ୟା ଦିନକୁ ଦିନବଢୁଥିବା ଯୋଗୁଁ ଏହା ପ୍ରଶାସନ ର ମୁଣ୍ଡବ୍ୟଥାର କାରଣ ପାଲଟିଛି
ସେହିପରିକନ୍ଧମାଳ ଜିଲ୍ଲାରେ ପ୍ରଥମ ଓ ଦ୍ୱିତୀୟ ଲହରରେ ଏ ଯାଏଁ ୭୭ଜଣ ରୋଗୀଙ୍କ ମୃତ୍ୟୁ ଘଟିଲାଣି । ରବିବାର ଜିଲ୍ଲାରେ ଚିହ୍ନଟ ମାତ୍ର ୫ ଜଣ କରୋନା ପଜିଟିଭ ଙ୍କ ମଧ୍ୟରୁ ଫୁଲବାଣୀରୁ ଜଣେ କରୋ । ନା ପଜିଟିଭ ଚିହ୍ନଟହୋଇ ଥିବାବେଳେ କନୂଆଗାଁରୁ ୧ଜଣ , ଟିକା ବାଲିରୁ ଜଣେ ଓ କନ୍ଧମାଳ ବାହାରେ ଜଣେଏହି ପରି ମୋଟ ୫ଜଣ ମାତ୍ର କନ୍ଧମାଳ ଜିଲ୍ଲ।ରେକରେ । ନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
କନ୍ଧମାଳଜିଲାରେ ବର୍ତ୍ତମାନ ସୁଧା ମୋଟ ୧୧ହଜାର ୩୮୧ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧ହଜାର ୧୮୭ ଜଣ ସୁସ୍ଥ ହୋଇଥିବାବେଳେ ୧୧୭ଜଣ ରୋଗୀ ଘରେ ରହି ଚିକିତ୍ସିତ ହେଉଛନ୍ତି।
କରେ । ନା ସଂକ୍ରମଣ ହାର ବର୍ତ୍ତମାନ ଜିଲ୍ଲାରେ ଆଗ ଅପେକ୍ଷା ଧିରେ ଧିରେ କମୁଥିବା ରୁ ପ୍ରଶାସନ ଆଶ୍ଵସ୍ତ ହୋଇଛି । କରେ । ନା ସଂକ୍ରମଣ ଯେପରି ନିୟନ୍ତ୍ରଣରେ ରହିବ ଜିଲ୍ଲା ପ୍ରଶାସନ ପକ୍ଷ ରୁ ସତର୍କ ଦୃଷ୍ଟି ରଖାଯାଇଥିବାକଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଭାକର ମହାରଣା କହିଛନ୍ତି ।

related posts

Leave a Comment