Home Breaking News ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କ ଦ୍ଵାରା ଅଟଲ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କ ଦ୍ଵାରା ଅଟଲ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

by Times One Odia
Share with
     
 
 
   

ଆନ୍ଧ୍ରପ୍ରଦେଶ(ଜୋତିନ୍ଦ୍ର ପାଢ଼ୀ): ଭାରତ ରତ୍ନ ଓ ଭାରତର ସ୍ୱର୍ଗୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ତୃତୀୟ ଶ୍ରାଦ୍ଧ ଦିବସ। ଏହି ଅବସରରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ୱ ଭୂଷଣ ହରିଚନ୍ଦନ ଆନ୍ଧ୍ରପ୍ରଦେଶର ବିଜୟୱାଡ଼ା ଠାରେ ଥିବା ରାଜଭବନରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବା ସହ ଗୋଟିଏ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆନ୍ଧ୍ରପ୍ରଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଯୋଗଦେଇଥିଲେ। ଦେଶର ପ୍ରଗତିରେ ତାଙ୍କର ବିଶେଷ ଅବଦାନ ପାଇଁ ରାଜ୍ୟପାଳ ଶ୍ରୀ ହରିଚନ୍ଦନ ଶ୍ରୀ ବାଜପେୟୀଙ୍କୁ ପ୍ରଶଂସା କରିଛନ୍ତି।

related posts

Leave a Comment