Home Breaking News ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଓ ଗୁରୁକୂଳ ଇଣ୍ଟରନ୍ୟାସନାଲ ସ୍କୁଲ ତରଫରୁ ଗୁରୁଦିବସ ପାଳିତ

ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଓ ଗୁରୁକୂଳ ଇଣ୍ଟରନ୍ୟାସନାଲ ସ୍କୁଲ ତରଫରୁ ଗୁରୁଦିବସ ପାଳିତ

by Times One Odia
Share with
     
 
 
   

ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଓ ଗୁରୁକୂଳ ଇଣ୍ଟରନ୍ୟାସନାଲ ସ୍କୁଲ ତରଫରୁ ଗୁରୁଦିବସ ପାଳିତ ହୋଇଅଛି।ଚେୟାରମ୍ୟାନ ଅରୁଣ କୁମାର ଷଡ଼ଙ୍ଗୀ ଙ୍କ ସଭାପତି ତ୍ୱ ଏହି କାର୍ଯ୍ୟକ୍ରମ ରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ବଳରାମ ସାହୁ ଓ ବରିଷ୍ଠ ଶିକ୍ଷକ ବିଭୁ ନନ୍ଦନ ପଣ୍ଡା ଯୋଗଦେଇଥିଲେ। ଗୁରୁକୂଳ ସ୍କୁଲ ର ଅଧ୍ୟକ୍ଷ। ସ୍ନେହଳତା ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ ଛାତ୍ରଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ।ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ଲାଭ କରିଥିବା ଛାତ୍ରଛାତ୍ରୀ ଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ।ଶେଷରେ ଗୁରୁମା ଶୁଭଶ୍ରୀ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

related posts

Leave a Comment