Home Breaking News / ତାଜା ଖବର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ନୂତନ ଶ୍ରେଣୀଗୃହ ଉଦଘାଟିତ

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ନୂତନ ଶ୍ରେଣୀଗୃହ ଉଦଘାଟିତ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ:୦୨/୧୦( ସୁନୀଲ ପଟନାୟକ )ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ସ୍ଥାନୀୟ ସରସ୍ବତୀ ଶିଶୁ ଵିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ନୂତନ ଶ୍ରେଣୀ ଗୃହ,ସମ୍ମିଳନୀ କକ୍ଷ ଏବଂ ପୁସ୍ତକାଳୟର କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ଉଦ୍ଘ।ଟିତ ହୋଇଯାଇଛି।ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ସଭାପତି ତଥା ବରିଷ୍ଠ ଆଇନଜୀବୀ ହରିଶ୍ଚନ୍ଦ୍ର ମହାରଣା, ସମ୍ପାଦକ ବିରଞ୍ଚି ନାରାୟଣ ମିଶ୍ର,ଭାରତୀୟ ଜନତା ପାର୍ଟିର ଜିଲ୍ଳା ସଭାପତି ଜଗନ୍ନାଥ ସାହୁ,ପୁର୍ବତନ ବିଜେପି ଜିଲ୍ଲା ସଭାପତି ଲିଙ୍ଗରାଜ ଦଳବେହେରା, ସନ୍ତୋଷ ରଥ,ବାସୁଦେବ ପ୍ରହରାଜ,ଅନ୍ୟ ମାନଙ୍କ ମଧ୍ୟରେ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ଓ ଆଚର୍ଯ୍ୟ ଆଚାର୍ଯ୍ୟା ପ୍ରମୁଖ ଉପସ୍ଥିତ ଥିଲେ ।

related posts

Leave a Comment