Home Breaking News / ତାଜା ଖବର ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ । ପ୍ରଦୀପଙ୍କ ଘର ସମେତ ତାଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୧୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚଢ଼ାଉ ତାଲିକାରେ ବ୍ରହ୍ମପୁର ସହର ତଥା ସହର ଉପକଣ୍ଠ ଅଞ୍ଚଳର ୧୦ ଜଣ ବହୁ ପରିଚିତ ଲୋକଙ୍କ ନାଁ ରହିଛି ।

ବ୍ରହ୍ମପୁର ସିଟି କଲେଜର ପୂର୍ବତନ ଅଧ୍ୟକ୍ଷ ବଡ଼ କୁଶସ୍ଥଳୀର କମ୍ବୁପାଣି ସାହୁ, ହରେକୃଷ୍ଣ ସାହୁ, ନରେନ୍ଦ୍ରପୁରର ମଦନ ପାଣିଗ୍ରାହୀ, ସର୍ବେଶ୍ବର ରାଓ, ସୂର୍ଯ୍ୟ ସାହୁ ଓ ପ୍ରଦୀପଙ୍କ ଡ୍ରାଇଭରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେଏହି ଚଢ଼ାଉ କରିଛି ଭିଜିଲାନ୍ସ ।

related posts

Leave a Comment