Home Breaking News / ତାଜା ଖବର କମିଲା ପେଟ୍ରୋଲ ଓ ଡିଜେଲ ଦର

କମିଲା ପେଟ୍ରୋଲ ଓ ଡିଜେଲ ଦର

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ନୂଆଦିଲ୍ଲୀ : ଦେଶରେ କମିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସସାଇଜ୍ ଡ୍ୟୁଟି ହ୍ରାସ କରିଛନ୍ତି କେନ୍ଦ୍ର ସରକାର । ପେଟ୍ରୋଲ ଉପରେ ୫ ଟଙ୍କା ଓ ଡିଜେଲ ଉପରେ ୧୦ ଟଙ୍କା ହ୍ରାସ ପାଇଛି। ଆସନ୍ତାକାଲିଠୁ ଲାଗୁ ହେବ ପେଟ୍ରୋଲ, ଡିଜେଲର ନୂଆ ଦର ।

related posts

Leave a Comment