Home Breaking News / ତାଜା ଖବର ଶଙ୍ଖ ଫୁଙ୍କିଲେ ପ୍ରଦୀପ ମାଝୀ

ଶଙ୍ଖ ଫୁଙ୍କିଲେ ପ୍ରଦୀପ ମାଝୀ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ନବରଙ୍ଗପୁର: ଶଙ୍ଖ ଧରିଛନ୍ତି ପ୍ରଦୀପ ମାଝୀ । ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ । ଧରାଶାୟୀ ବିରୋଧୀ, ଆହୁରି ଶକ୍ତିଶାଳୀ ହେଉଛି ବିଜେଡି । ପୂର୍ବତନ କଂଗ୍ରେସ ସାଂସଦ ଆଦି ବିଜେଡିରେ ଯୋଗ ଦେଇଛନ୍ତି । ଏକ ବିରାଟ ରାଲିରେ ସମର୍ଥକଙ୍କ ସହ ଆସିବା ସହ ବିଜେଡିରେ ମିଶିଛନ୍ତି ପ୍ରଦୀପ ମାଝୀ । ନବରଙ୍ଗପୁର ଚାଉଁରିଆଗୁଡ଼ାରେ ଆୟୋଜିତ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଶଙ୍ଖ ଧରିଛନ୍ତି ପ୍ରଦୀପ ।

୧୦ ହଜାର ସମର୍ଥକଙ୍କୁ ଧରି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡିରେ ପ୍ରଦୀପ ମାଝି ମିଶିଛନ୍ତି । ପ୍ରଦୀପ ଓ ତାଙ୍କ ସମର୍ଥକମାନେ ନବରଙ୍ଗପୁର ସହର ଚାଉଁରିଆଗୁଡା ଛକଠାରୁ ଏକ ବିଶାଳ ରାଲିରେ ନବରଙ୍ଗପୁର ସହର ପରିକ୍ରମା କରି ମାଝୀଗୁଡାଠାରେ ପହଞ୍ଚିଥିଲେ ।

related posts

Leave a Comment