Home Breaking News / ତାଜା ଖବର ରାଜ୍ୟରେ ୪କୋଟି ଟପିଛି କରୋନା ଟିକାକକରଣ

ରାଜ୍ୟରେ ୪କୋଟି ଟପିଛି କରୋନା ଟିକାକକରଣ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର : କୋଭିଡ଼ ଟିକା ପ୍ରଦାନ କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି । ଆଜି ସୁଦ୍ଧା ରାଜ୍ୟରେ ୪କୋଟି ଟପିଛି କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛି ସ୍ୱାସ୍ଥ୍ୟ ବିଭାଗ।ସେହିପରି ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ ସଂପୂର୍ଣ୍ଣ ସାରିବାକୁ ରାଜ୍ୟ ସରକାର ଟାର୍ଗେଟ ରଖିଛନ୍ତି।

ଏଥିପାଇଁ ଟିକାକରଣ କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯାଇଛି। ରାଜ୍ୟରେ ଟିକାକରଣ କେନ୍ଦ୍ରକୁ ୧୬ଶହରୁ ୨୪ଶହକୁ ବୃଦ୍ଧି କରାଯାଇଛି ଏବଂ ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ ମଧ୍ୟ ଟିକା ଦିଆଯିବା ପାଇଁ ବ୍ୟବସ୍ଥା ହେଉଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି।

related posts

Leave a Comment