Home Breaking News / ତାଜା ଖବର ପ୍ରମୋଦ ଭଗତଙ୍କୁ ମିଳିଲା ଖେଳରତ୍ନ ସମ୍ମାନ

ପ୍ରମୋଦ ଭଗତଙ୍କୁ ମିଳିଲା ଖେଳରତ୍ନ ସମ୍ମାନ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଦିଲ୍ଲୀ : ଓଡିଆ ପାରା ଅଲିମ୍ପିଆନ ପ୍ରମୋଦ ଭଗତଙ୍କୁ ମିଳିଲା ଖେଳରତ୍ନ ସମ୍ମାନ । ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଖେଳରତ୍ନ ସମ୍ମାନ ଗ୍ରହଣ କରିଛନ୍ତି ପ୍ରମୋଦ ଭଗତ। ଶନିବାର ରାଷ୍ଟ୍ରପତି ନୂଆଦିଲ୍ଲୀ ଭବନରେ ଖେଳାଳୀ ମାନଙ୍କୁ ପୁରଷ୍କାର ପ୍ରଦାନ କରିଛନ୍ତି ।

ଟୋକିଓ ପାରାଅଲିମ୍ପିକ୍ସ ୨୦୨୦ରେ ଭାରତ ପାଇଁ ଗୋଲ୍ଡ ମେଡାଲ ଜିତିଥିବା ନୀରଜ ଚୋପ୍ରାଙ୍କ ସମେତ ମୋଟ ୧୨ ଜଣ ଖେଳାଳିଙ୍କୁ ଖେଳରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି।ଏହି ଅବସରେ ବିଭିନ୍ନ ରାଜ୍ୟର ଖେଳାଳି ମାନେ ଯୋଗଦେଇ ରାଷ୍ଟ୍ରପତିଙ୍କ ଠାରୁ ପରୁଷ୍କାର ଗ୍ରହଣ କରିଛନ୍ତି।

related posts

Leave a Comment