Home Breaking News / ତାଜା ଖବର କୋର୍ଟରେ ହାଜର ହେଲା ଗୋବିନ୍ଦ

କୋର୍ଟରେ ହାଜର ହେଲା ଗୋବିନ୍ଦ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ବହୁ ଚର୍ଚ୍ଚିତ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେ ଚଣ୍ଡୀ କୁ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହଜାର କରାଯାଇଛି । ସୁରକ୍ଷା ବ୍ୟବସ୍ଥା ଦୃଷ୍ଟି ଯୋଗୁ ଭିଡିଓ କନଫରେନ୍ସ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିବା କହିଛନ୍ତି ସରକାରୀ ଓକିଲ ବାସୁଦେବ ରାୟ । ନଭେମ୍ବର ୨୭ ରେ ପୁଣି ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ । ଗୋବିନ୍ଦ ସାହୁ ମମିତାକୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ୱୀକାର କରିଥିବା ବେଳେ ସହଯୋଗୀ ଗାତ ଖୋଲିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି । ଗିରଫ ଦୁଇ ଜଣ ବର୍ତ୍ତମାନ କଣ୍ଟାବାଞ୍ଜି ଉପ କାରଗାରରେ ରଖାଯାଇଛି । ଗୋବିନ୍ଦ ସାହୁ ତାଙ୍କ ଓକିଲ ପରିବର୍ତ୍ତନ କରିଥିବା ସୂଚନା ମିଳିଛି ।

related posts

Leave a Comment