Home Breaking News / ତାଜା ଖବର ଲକ୍ଷଣ ବଦଳାଉଛି କରୋନା

ଲକ୍ଷଣ ବଦଳାଉଛି କରୋନା

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର : ଲକ୍ଷଣ ବଦଳାଉଛି କରୋନା। ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ଥଣ୍ଡା ଜ୍ଵର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି। ଟେଷ୍ଟ କଲେ ନିଜେ ସୁରକ୍ଷିତ ହେବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ହୋଇପାରିବେ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।

ସୁନ୍ଦରଗଡ ଓ ବୁର୍ଲ ରେ ସଂକ୍ରମଣ କୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। କାରଣ କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ସଂକ୍ରମଣ ହୋଇଛି। ଭିମସାର ଓ ସୁନ୍ଦରଗଡରେ ଆକ୍ରାନ୍ତ ଚିନ୍ହଟ ହେବା ପରେ ସେ ଅଞ୍ଚଳକୁ କଣ୍ଟେନମେଣ୍ଟଜୋନ୍‌ ଘୋଷଣା କରାଯାଇଛି। ବାହାର ପିଲା ଭୁତରକୁ ପ୍ରବେଶ କରିବେ ନାହିଁ। କି ଭିତର ପିଲା ବାହାରକୁ ଆସିପାରିବେ ନାହିଁ। ଏଥିପାଇଁ ରାଜ୍ୟ ସରକାର, ସ୍ବାସ୍ଥ୍ୟ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସଜାଗ ରହିଛନ୍ତି।

related posts

Leave a Comment