Home Breaking News / ତାଜା ଖବର ଅନିର୍ଦ୍ଧିଷ୍ଟ କାଳ ଯାଏଁ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ

ଅନିର୍ଦ୍ଧିଷ୍ଟ କାଳ ଯାଏଁ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଦିଲ୍ଲୀ : ଆସନ୍ତା କାଲିଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ ରହିବ । ଦିଲ୍ଲୀରେ ଦିନକୁ ଦିନ ପ୍ରଦୂଷଣ ବଢ଼ୁଥିବାରୁ ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ଯାଏଁ ଦିଲ୍ଲୀରେ ସମସ୍ତ ସ୍କୁଲ କଲେଜ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି। ଏନେଇ ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ପରିବେଶ ମନ୍ତ୍ରୀ ଗୋପାଲ ରାୟ।

ଅନ୍ୟପଟେ ଆଜି ଦିଲ୍ଲୀ ଏନସିଆରରେ ବାୟୁ ପ୍ରଦୂଷଣ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି।

ଶୁଣାଣି ସମୟରେ ଦିଲ୍ଲୀ ସରକାରଙ୍କ ଉପରେ ଅସନ୍ତୋଷ ଝାଡିଛନ୍ତି ସୁପ୍ରିମକୋର୍ଟ। ସହରରେ ବାୟୁ ପ୍ରଦୂଷଣ ମାମଲରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ଶୁଣାଣି ସମୟରେ ଦିଲ୍ଲୀ ସରକାରଙ୍କ ଉପରେ ଅସନ୍ତୋଷ ଝାଡଛନ୍ତି ସୁପ୍ରିମକୋର୍ଟ। ଏହି ବାୟୁ ପ୍ରଦୂଷଣ ସମୟରେ ସ୍କୁଲ ଖୋଲିବା କେତେ ଠିକ୍ ବୋଲି ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ।

related posts

Leave a Comment