Home Breaking News / ତାଜା ଖବର ୩ ଦିନ ପାଇଁ ମିଳିବନି ଜଗା ଦର୍ଶନ

୩ ଦିନ ପାଇଁ ମିଳିବନି ଜଗା ଦର୍ଶନ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର: ଡିସେମ୍ବର ୩୧ ଓ ଜାନୁଆରୀ ୧ ରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଜଗା ଦର୍ଶନ। ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। ନୂଆବର୍ଷରେ ସମ୍ଭାବ୍ୟ ଭିଡ଼ ଓ କରୋନାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ୨ ତାରିଖ ରବିବାର ଥିବାରୁ ସେଦିନ ମଧ୍ୟ ବନ୍ଦ ରହିବ ଦର୍ଶନ।

related posts

Leave a Comment