Home Breaking News / ତାଜା ଖବର ଆସନ୍ତାକାଲି ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସନ୍ତାକାଲି ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ବ୍ରହ୍ମପୁର :ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଯିବେ। ଗଞ୍ଜାମରେ BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁରେ ବିଭିନ୍ନ ପ୍ରକଳ୍ପର ଶୁଭାକମ୍ଭ କରିବେ। ସକାଳ ୧୦ ଟାରେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ମନ୍ଦିରରେ ମା’ ଙ୍କ ଦର୍ଶନ କରିବେ।

ହିଞ୍ଚିଳିକାଟୁରୁ ବାହାରି ମୁଖ୍ୟମନ୍ତ୍ରୀ ସ୍ମାର୍ଟ ସ୍କୁଲ ପରିଦର୍ଶନ କରିବେ। ସେଠାରେ ମଧ୍ୟ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ସେଠାରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀା ସେଠାରେ ମୁଖ୍ୟମନ୍ତ୍ରୀ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୦୦ କୋଟି ଟଙ୍କାର ବ୍ୟାଙ୍କ କ୍ରେଡିଟ ବିତରଣ

related posts

Leave a Comment