Home Breaking News / ତାଜା ଖବର ୩ ଲେୟାର କିମ୍ବା ଏନ୍-୯୫ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦେଲେ DMET

୩ ଲେୟାର କିମ୍ବା ଏନ୍-୯୫ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦେଲେ DMET

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଓଡ଼ିଶାରେ ୪ କରୋନା ସଂକ୍ରମିତଙ୍କଠାରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ପରେ ଆଲର୍ଟ ମୋଡ଼ରେ ସ୍ବାସ୍ଥ୍ୟ ବିଭାଗ । ଗୋଟିଏ ଲେୟାର ମାକ୍ସ ନପିନ୍ଧି ୩ ଲେୟାର ମାକ୍ସ କିମ୍ବା ଏନ ୯୫ ମାସ୍କ ପିନ୍ଧିବା ପାଇଁ ଡ଼ିଏମଇଟି ପରାମର୍ଶ ଦେଇଛନ୍ତି । ଓମିକ୍ରନ ୫ ଗୁଣ ଅଧିକ ଜୋରରେ ବ୍ୟାପୁଥିବାରୁ ବଣଭୋଜି, ଗହଳି ଉପରେ ରୋକ ଲାଗିଛି । ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଗହଳି ଓ ବଣଭୋଜି ଉପରେ ଆକ୍ସନ ନେବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।

ବାହାଘର ଓ ଶେଷକୃତ୍ୟ ସମୟରେ ଛାଡ ଦିଆଯିବ । ବାକି ସବୁଠି କଟକଣା ଲାଗିବ । ଆଉ ୪ଟି ସାମ୍ପଲ ଜେନମ ସିକ୍ୟୁଏନ୍ସିଂ ପାଇଁ ଯାଇଛି । ଆଇସିୟୁ ଓ ବେଡ଼, ଭେଣ୍ଟିଲେଟର ସବୁକୁ କାର୍ଯ୍ୟକ୍ଷମ ମୋଡ଼ରେ ରଖାଯାଇଛି । ନାଇଟ୍ କର୍ଫ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

related posts

Leave a Comment