Home Breaking News / ତାଜା ଖବର ଜାନୁଆରୀ ୧୦ରୁ କଟକରେ ଦିଆଯିବ ବୁଷ୍ଟର ଡୋଜ୍

ଜାନୁଆରୀ ୧୦ରୁ କଟକରେ ଦିଆଯିବ ବୁଷ୍ଟର ଡୋଜ୍

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

କଟକ ୨୮।୧୨: ରାଜ୍ୟରେ ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ବୁଷ୍ଟର ଡୋଜ୍ ଦିଆଯିବା ନେଇ ଚର୍ଚ୍ଚା ଚାଲିଥିଲା । ଏହି ପରିପ୍ରେକ୍ଷୀରେ ଜାନୁଆରୀ ୧୦ ତାରିଖରୁ କଟକରେ ବୁଷ୍ଟର ଡୋଜ୍ ପ୍ରଦାନ ଆରମ୍ଭ ହେବ ।

ତେବେ ପ୍ରଥମ ପର୍ଯ୍ୟାୟରେ ଆଗ ଧାଡିର କୋଭିଡ୍ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍ ଦିଆଯିବ । ପରବର୍ତ୍ତି ପର୍ଯ୍ୟାୟରେ ବରିଷ୍ଠ ନାଗରିକଙ୍କୁ ବୁଷ୍ଟର ଡୋଜ୍ ଦିଆଯିବ । ଏ ନେଇ ସିଏମସି ଡେପୁଟି କମିଶନର ଡକ୍ଟର ଅବିନାଶ ରାଉତ ସୂଚନା ଦେଇଛନ୍ତି ।

related posts

Leave a Comment