Home Breaking News / ତାଜା ଖବର କୋର୍ଟରେ ଶୁଣିବାକୁ ମିଳିବନି ମାଇଁ ଲର୍ଡ ଉଚ୍ଚାରଣ

କୋର୍ଟରେ ଶୁଣିବାକୁ ମିଳିବନି ମାଇଁ ଲର୍ଡ ଉଚ୍ଚାରଣ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

କୋର୍ଟରେ ଶୁଣିବାକୁ ମିଳିବନି ମାଇଁ ଲର୍ଡ ଉଚ୍ଚାରଣ । ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଐତିହାସିକ ନିଷ୍ପତ୍ତି । କୋର୍ଟ ରୁମରେ ହେବନି ମାଇଁ ଲଡ୍ ସମ୍ବୋଧନ । ଜଜଙ୍କୁ ଆଇନଜୀବୀ ସାର୍ ଭାବେ ସମ୍ବୋଧନ କରିବେ । କୋର୍ଟରେ ମାମଲା ପରିଚାଳନା ସମୟରେ ମାଇଁ ଲର୍ଡ ପରିବର୍ତ୍ତେ ସାର କିମ୍ବା ଅନରେବୁଲ୍ କୋର୍ଟ ବୋଲି ସମ୍ବୋଧନ କରିବା ପାଇଁ ମୁଖ୍ୟ ବିଚାରପତି ପରାମର୍ଶ ଦେଇଛନ୍ତି । 2016ରେ ବାର କାଉନସିଲ ଅଫ ଇଣ୍ଡିଆ ଏନେଇ ଏକ ପ୍ରସ୍ତାବ ଆଣିଥିଲା ।

related posts

Leave a Comment