Home Breaking News / ତାଜା ଖବର ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ-ମୁଖ୍ୟମନ୍ତ୍ରୀ

ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ-ମୁଖ୍ୟମନ୍ତ୍ରୀ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର, ୧୧/୦୧: ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତ ନାଗରିକ ଏଥିପାଇଁ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା ବେଳେ ରାଜ୍ୟରେ ଟିକାକରଣ ଜୋରଦାର୍‌ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।  

ଟିକା ନେଇ ନଥିବା ଲୋକେ ଶିଘ୍ର ଟିକା ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ କୋଭିଡ୍‌ ନିୟମକୁ ହେଳା ନକରି କଡ଼ାକଡ଼ି ଭାବେ ପାଳନ କରିବାକୁ କହିଛନ୍ତି ।

related posts

Leave a Comment