September 26, 2023

Times One Odia

Odia News Portal

ଭୁବନେଶ୍ୱର ବାଲିଯାତ୍ରା ବନ୍ଦ

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରରେ ବନ୍ଦ ହେଲା ବାଲିଯାତ୍ରା। ଏନେଇ କମିଶନରେଟ ପୋଲିସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ କମିଟିର ସଦସ୍ୟମାନଙ୍କ ସଙ୍ଗେ ଆଲୋଚନା ପରେ କୋଭିଡ ମହାମାରୀ ଯୋଗୁଁ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏବର୍ଷ ବାଲିଯାତ୍ରା ବାତିଲ ରଖିବାକୁ ନିଷ୍ପତ୍ତି କରାଯାଇଛି।
ଗତ ୩ ବର୍ଷ ହେଲା ଜରିପାଟଣାସ୍ଥିତ ପଟିଆବନ୍ଧ କଡ଼ କୁଆଖାଇ ନଦୀପଠାରେ ଭୁବନେଶ୍ୱର ବାଲିଯାତ୍ରା ହୋଇ ଆସୁଥିଲା। ଏ ବର୍ଷ ବାଲିଯାତ୍ରାର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହୋଇଥାନ୍ତା।

Leave a Reply

Your email address will not be published. Required fields are marked *