September 27, 2023

Times One Odia

Odia News Portal

୨୯ରେ ପୁଣି ଏକ ଲଘୁଚାପ!

1 min read

ଭୁବନେଶ୍ୱର: ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଡିପ୍ରେସନ ଦୁର୍ବଳ ହୋଇଥିବା ବେଳେ ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଅକ୍ଟୋବର ୨୯ ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ସେହିପରି ଅକ୍ଟୋବର ୨୯ ଯାଏ ରାଜ୍ୟରେ ପାଣିପାଗ କେମିତି ରହିବ ସେନେଇ ପାଣିପାଗ ବିଭାଗ ଆକଳନ କରିଛି।

Leave a Reply

Your email address will not be published. Required fields are marked *