September 21, 2023

Times One Odia

Odia News Portal

ଡାବୁଗାଁରେ ବିଜେଡି ପ୍ରତିଷ୍ଠା ଦିବସ ପାଳିତ

ଡାବୁଗାଁ(ରବି ନାରାୟଣ ମହାନ୍ତି): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବିଜେଡି ତରଫରୁ ବିଜୁ ଜନତା ଦଳ ର ୨୪ ତମ ପ୍ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି | ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର ଙ୍କ ସଭାପତିତ୍ଵରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏଥିରେ ସାଂସଦ ପ୍ରତିନିଧି ଏମ୍॰ ଆପ୍ପା ରାଓ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକ ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଅନ୍ୟାନ୍ୟ କର୍ମୀ ମାନେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ |

Leave a Reply

Your email address will not be published. Required fields are marked *