September 21, 2023

Times One Odia

Odia News Portal

ବିଶ୍ୱବିଦ୍ୟାଳୟ ଅଧ୍ୟାଦେଶ ବିଲକୁ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ବିଧାନସଭାରେ ଓଡିଶା ବିଶ୍ୱବିଦ୍ୟାଳୟ ଅଧ୍ୟାଦେଶ ବିଲ୍ ଉପସ୍ଥାପିତ ହୋଇଥିଲା। ଏନେଇ ପ୍ରତିକ୍ରିୟା ରଖିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ। ବିଶ୍ୱବିଦ୍ୟାଳୟ ବିଲ୍ ଆସିଲେ ବିଶ୍ୱବିଦ୍ୟାଳୟର ଅଟୋନମିର ଗୋଟିଏ ବିନ୍ଦୁ ବି କ୍ଷୁର୍ଣ୍ଣ ହେବ ନାହିଁ ବୋଲି ସେ କହିଛନ୍ତି। ସବୁ ବିଶ୍ୱବିଦ୍ୟାଳୟ ୟୁନିଭରସିଟି ଆକ୍ଟ ଅନୁସାରେ ଚାଲିବ ଏବଂ ଏହି ବିଲ୍ ରେ କେନ୍ଦ୍ର ସରକାରଙ୍କ କୌଣସି ଭୂମିକା ନାହିଁ। ସେହିପରି ୩ ବର୍ଷରେ ରାଜ୍ୟ ସରକାର ୧୦୩୪ କୋଟି ଅନୁଦାନ ଦେଇଛନ୍ତି।

Leave a Reply

Your email address will not be published. Required fields are marked *